କନକ ବ୍ୟୁରୋ: ଆରପାରିରେ ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଳାକାର ତଥା ପୂର୍ବତନ କଂସ ମହାରାଜ ଗୋପାଳ ସାହୁ । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ବରଗଡ଼ରେ ଦୀର୍ଘ ୨୩ ବର୍ଷ ଧରି ସେ ଅଭିନୟ କରିଆସୁଥିଲେ । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ହେଉଥିଲା। ଆଜି ସକାଳୁ ତାଙ୍କର ମୁତ୍ୟୁ ଘଟିଛି ।
ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ ; ଚିକିତ୍ସାଧୀନ ଅବସ୍ଥାରେ ଘରୋଇ ହସ୍ପିଟାଲରେ ପରଲୋକ ।
/kanak/media/post_attachments/wp-content/uploads/2024/08/13-14.jpg)