ପରୀକ୍ଷାକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି । ସ୍କୁଲ, କଲେଜ ବନ୍ଦ ଥିଲେ ମଧ୍ୟ ଅନୁଷ୍ଠିତ ହେବ ପରୀକ୍ଷା ।

Advertisment
ପରୀକ୍ଷାକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି । ସ୍କୁଲ, କଲେଜ ବନ୍ଦ ଥିଲେ ମଧ୍ୟ ଅନୁଷ୍ଠିତ ହେବ ପରୀକ୍ଷା ।

କନକ ବ୍ୟୁରୋ : ପରୀକ୍ଷାକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି । ସ୍କୁଲ, କଲେଜ ବନ୍ଦ ଥିଲେ ମଧ୍ୟ ଅନୁଷ୍ଠିତ ହେବ ପରୀକ୍ଷା । ଜୁଲାଇ ୩୧ ତାରିଖ ଯାଏଁ ରାଜ୍ୟରେ ସ୍କୁଲ କଲେଜ୍ ବନ୍ଦ ରହିବ । ତେବେ ଏହି ସମୟ ମଧ୍ୟରେ ପରୀକ୍ଷା ହୋଇପାରିବ ।

କେନ୍ଦ୍ର ସରକାର ଅନଲକ୍-୧ ଘୋଷଣା କରିବା ପରେ ଗତକାଲି ରାଜ୍ୟ ସରକାର ଆଣିଥିଲେ ନୂଆ ଗାଇଡଲାଇନ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ସ୍କୁଲ, କଲେଜ, କୋଚିଂ ସେଣ୍ଟର ସମେତ ସମସ୍ତ ଶିକ୍ଷାନୁଷ୍ଠାନକୁ ଆସନ୍ତା ଜୁଲାଇ ମାସ ୩୧ ତାରିଖ ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe