କନକ ବ୍ୟୁରୋ: ୨୦୨୩ ପାଇଁ ଘୋଷଣା ହେଲା ରାଜ୍ୟପାଳ ପୋଲିସ ପଦକ । ୨୦ଜଣ ପୋଲିସ ଅଧିକାରୀଙ୍କୁ ଏହି ସମ୍ମନଜନକ ପଦକ ମିଳିବ । ଏଥିରେ ୨ଜଣ ଆଇଜିଙ୍କୁ ରାଜ୍ୟପାଳ ପୋଲିସ ପଦକ ମିଳିବ । ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ ପଦକ ମିଳିବ । ଗଞ୍ଜାମ ଓ ସମ୍ବଲପୁର ଏସପିଙ୍କୁ ମଧ୍ୟ ଏହି ସମ୍ମାନଜନକ ପଦକ ମିଳିବାର ସୂଚନା ରହିଛି ।
ରାଜ୍ୟରେ ୨୦୨୩ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା । ୨୦ ଜଣ ପୋଲିସ ଅଧିକାରୀଙ୍କୁ ମିଳିବ ସମ୍ମାନଜନକ ପଦକ ।
/kanak/media/post_attachments/wp-content/uploads/2024/01/10-25.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)