କନକ ବ୍ୟୁରୋ: ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀ ଗିରଫ। ବିନୟ ଭୂଷଣଙ୍କୁ ଗିରଫ କରିଛି ଭିଜିଲାନ୍ସ। ସରକାରୀ ଟିକସ ହେରଫେର ଅଭିଯୋଗରେ ତାଙ୍କ ଘରେ ରେଡ୍ କରାଯାଇଥିଲା। ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।
ଗିରଫ ହେଲେ ଜିଏସଟି ଅତିରିକ୍ତ କମିଶନର ; ସରକାରୀ ଟ୍ୟାକ୍ସ ଠକିବା ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ
/kanak/media/post_attachments/wp-content/uploads/2024/08/arrwest.jpg)