ଗିରଫ ହେଲେ ଜିଏସଟି ଅତିରିକ୍ତ କମିଶନର ; ସରକାରୀ ଟ୍ୟାକ୍ସ ଠକିବା ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ

ଗିରଫ ହେଲେ ଜିଏସଟି ଅତିରିକ୍ତ କମିଶନର ; ସରକାରୀ ଟ୍ୟାକ୍ସ ଠକିବା ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ

କନକ ବ୍ୟୁରୋ:  ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀ ଗିରଫ। ବିନୟ ଭୂଷଣଙ୍କୁ ଗିରଫ କରିଛି ଭିଜିଲାନ୍ସ। ସରକାରୀ ଟିକସ ହେରଫେର ଅଭିଯୋଗରେ ତାଙ୍କ ଘରେ ରେଡ୍ କରାଯାଇଥିଲା। ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe