କଳାହାଣ୍ଡି ଶବ ବୁହା ଘଟଣା : ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

20

କନକ ବ୍ୟୁରୋ : ଧନା ମାଝୀ ନିଜ ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହି ନେବା ଘଟଣାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ । ଯେଉଁମାନଙ୍କ ଦାୟିତ୍ୱହୀନତା ଯୋଗୁଁ ଏଭଳି ଅଭାବନୀୟ ଘଟଣା ଘଟିଥିବା ପ୍ରମାଣ ମିଳିବ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତନୁ କହିଛନ୍ତି । ଏହି ଘଟଣା ସମ୍ବନ୍ଧରେ କଣ ପ୍ରତିକ୍ରୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଦେଖିବା ଏହି ଭିଡିଓରେ :