ଶ୍ରୀକ୍ଷେତ୍ରରେ ଅସମ୍ଭାଳ ଭିଡ । ଜଗା ଦର୍ଶନ ପାଇଁ ସିଂହଦ୍ୱାର ଠାରୁ ମାର୍କେଟ ଛକ ଯାଏଁ ଲାଗିଛି ଲମ୍ବା ଲାଇନ୍ ।

Advertisment
ଶ୍ରୀକ୍ଷେତ୍ରରେ ଅସମ୍ଭାଳ ଭିଡ । ଜଗା ଦର୍ଶନ ପାଇଁ ସିଂହଦ୍ୱାର ଠାରୁ ମାର୍କେଟ ଛକ ଯାଏଁ ଲାଗିଛି ଲମ୍ବା ଲାଇନ୍ ।

କନକ ବ୍ୟୁରୋ: ଧର୍ମମାସ କାର୍ତ୍ତିକରେ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି । ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । ବ୍ୟାରିକେଟ୍ ବାହାରେ ବଡ଼ଦାଣ୍ଡରେ ଲମ୍ବା ଲାଇନ ଲାଗିଛି । ସିଂହଦ୍ୱାର ଠାରୁ ମାର୍କେଟ ଛକ ଯାଏଁ ଲାଗିଛି ଲମ୍ବା ଲାଇନ୍ । ଶୃଂଖଳିତ ଦର୍ଶନ ବ୍ୟବସ୍ଥାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବ୍ୟାରିକେଡରେ ଘଣ୍ଟା ଘଣ୍ଟା ଧରି ଛିଡ଼ା ହୋଇଛନ୍ତି ଶତାଧିକ ଶ୍ରଦ୍ଧାଳୁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe