କନକ ବ୍ୟୁରୋ : ଲଗାଣ ବର୍ଷା ଯୋଗୁଁ ୨୪ ଘଂଟାରେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ୮ଟି ଜିଲ୍ଲାର ୨୫ଟି ବ୍ଲକ ଲଘୁଚାପ ବର୍ଷାରେ ପ୍ରଭାବିତ ହୋଇଛି । ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ଏସଆରସି ବିଷ୍ଣୁପଦ ସେଠୀ କହିଛନ୍ତି ।
ରାୟଗଡା ଚନ୍ଦ୍ରପୁର ବ୍ଲକର ୨ଟି ଗାଁ ଲୋକେ ଜଳବନ୍ଦୀ ଅଛନ୍ତି । ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ସରକାର ପ୍ରସ୍ତୁତ ଥିବା ସେ କହିଛନ୍ତି । ପୁରୀ କଣାସରେ ସର୍ବଧିକ ବର୍ଷା ୨୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/10/Screen-shot-2017-10-20-at-2.53.48-PM.png)