କନକ ବ୍ୟୁରୋ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ନେଇ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, କଟକ, ଢ଼େଙ୍କାନାଳ, ନୟାଗଡ଼, ଜଗତସିଂହପୁର, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ରହିଛି । ସେହିପରି ଝାରସୁଗୁଡା, ସୁନ୍ଦରଗଡ଼, ମୟୁରଭଞ୍ଜ, ଅନୁଗୁଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱର ଆଦି ଜିଲ୍ଲାରେ ୨୩ରୁ ୨୪ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
୨୪ ପରେ ପ୍ରବଳ ବର୍ଷା ସମ୍ଭାବନା : ୧୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
/kanak/media/post_attachments/wp-content/uploads/2019/09/RAIN-2-2-750x430.jpg)