ମୌସୁମୀ ଟ୍ରପଲାଇନ ସକ୍ରିୟ ; ୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ , ଆସନ୍ତାକାଲି ଆଉ ଏକ ଲଘୁଚାପ

ମୌସୁମୀ ଟ୍ରପଲାଇନ ସକ୍ରିୟ ; ୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ , ଆସନ୍ତାକାଲି ଆଉ ଏକ ଲଘୁଚାପ

କନକ ବ୍ୟୁରୋ: ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତିନି ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ। ଆଜି କିଛି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କାଲି ବର୍ଷାର ପରିମାଣ ଆହୁରି ବଢିବ। ବୁଧବାର ରାଜ୍ୟର କେତେକ ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe