କନକ ବ୍ୟୁରୋ: ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ତିନି ଦିନ ପର୍ଯ୍ୟନ୍ତ ରହିଛି କାଳବୈଶାଖୀ ବର୍ଷା । ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
୨୨ତାରିଖ ଯାଏଁ ତାତିରୁ ଆଶ୍ୱସ୍ତି । ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା । ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ।
/kanak/media/post_attachments/wp-content/uploads/2024/03/Capture-18.jpg)