କନକ ବ୍ୟୁରୋ: ରାଜ୍ୟରେ ମୌସୁମୀ ସକ୍ରୀୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏବଂ ୨୬ରୁ ୨୮ ତିନି ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସାରା ରାଜ୍ୟରେ ଜୁନ୍ ୧ରୁ ଏପର୍ଯ୍ୟନ୍ତ ୨୪ ଜିଲ୍ଲାରେ ନିଅଂଟିଆ ବର୍ଷା ରେକର୍ଡ କରାଯାଇଛି ।
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆଜିଠୁ ୨୮ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ।
/kanak/media/post_attachments/wp-content/uploads/2024/06/7-24.jpg)