କନକ ବ୍ୟୁରୋ: ହାଇକୋର୍ଟରେ ରତ୍ନଭଣ୍ଡାର ସମ୍ପର୍କିତ ମାମଲା । ରତ୍ନଭଣ୍ଡାର ମରାମତି ପାଇଁ ଗଠନ ହେବ କମିଟି । ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଆସନ୍ତା ୨ ମାସ ମଧ୍ୟରେ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କମିଟି ଗଠନ ବେଳେ ସରକାରଙ୍କ ହସ୍ତକ୍ଷେପ ଲୋଡିପାରିବେ ଶ୍ରୀମନ୍ଦିର ପ୍ରଶାସନ । ଏନେଇ ସୂଚନା ଦେଲେ ଆବେଦନକାରୀଙ୍କ ଓକିଲ ପିତାମ୍ବର ଜେନା ।