୨୬ରେ ଓଡିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଦେବେ ଯୋଗ।

୨୬ରେ ଓଡିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଦେବେ ଯୋଗ।

କନକ ବ୍ୟୁରୋ: ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୬ତାରିଖରେ ଭଦ୍ରକରେ ଆୟୋଜିକ ବିଶାଳ ସମାବେଶରେ ଯୋଗଦେବେ । ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ସମାବେଶ କରିବେ ଅମିତ ଶାହ । ଏଥିସହ ତୃଣମୂଳସ୍ତରର ନେତା ଓ କର୍ମୀଙ୍କ ସହ ଆଲୋଚନା କରି ଆସନ୍ତା ନିର୍ବାଚନ ପାଇଁ ଦେବେ ମନ୍ତ୍ର । କେନ୍ଦ୍ର ମନ୍ତ୍ରୀଙ୍କ ଓଡିଶା ଗସ୍ତ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe