ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ । ବିରୋଧୀଙ୍କ ଜୋରଦାର ହଙ୍ଗାମା । ଅପରାହ୍ନ ୪ଟା ଯାଏଁ ମୁଲତବି କଲେ ବାଚସ୍ପତି ।

82

କନକ ବ୍ୟୁରୋ: ଆଜି ବି ଚାଲିପାରିଲାନି ବିଧାନସଭା ଗୃହକାର୍ଯ୍ୟ । ଶୀତଅଧିବେଶନର ତୃତୀୟ ଦିନରେ ମଧ୍ୟ ବିରୋଧୀ ଜୋରଦାର ହଙ୍ଗାମା କରିବା ସହ ବାଚସ୍ପତିଙ୍କ ପୋଡିୟମ ପାଖକୁ ଯାଇ ବିରୋଧୀ ପ୍ଲାକାର୍ଡ ଧରି ପ୍ରତିବାଦ କରିବାରୁ ପ୍ରଶ୍ନକାର୍ଯ୍ୟ ସମ୍ଭବ ହୋଇନଥିଲା । ବାଧ୍ୟହୋଇ ଆଜି ମଧ୍ୟ ବାଚସ୍ପତି ଗୃହକୁ ଅପରରାହ୍ନ ୪ଟା ଯାଏଁ ମୁଲତବି କରିଛନ୍ତି ।