କନକ ବ୍ୟୁରୋ: ନିର୍ବାଚନ ପୂର୍ବରୁ ନୂଆ ସଂସଦ ଭବନରେ ମୋଦୀ ସରକାର ୨.୦ର ଶେଷ ବଜେଟ ଉପସ୍ଥାପନ କରିଛନ୍ତି । ନିର୍ମଳା ସୀତାରମଣ ନିଜ କାର୍ଯ୍ୟକାଳର ଶେଷ ବଜେଟ ଉପସ୍ଥାପନ କରିଛନ୍ତି । ଏହା ଅନ୍ତରୀଣ ବଜେଟ, ହେଲେ ସାଧାରଣ ଲୋକ ଏହି ବଜେଟ ଉପରେ ଅଧିକ ଆଶା ରଖିଥିଲେ । ମହିଳା, ଯୁବକ ଓ ଚାଷୀଙ୍କ ଉପରେ ଏହି ବଜେଟ ଅଧିକ ଗୁରୁତ୍ୱ ଦେଇଛି । ୫୭ ମିନିଟରେ ଅର୍ଥମନ୍ତ୍ରୀ ଦେଶର ଅର୍ଥ ବ୍ୟବସ୍ଥାକୁ ଜନତାଙ୍କ ସାମ୍ନାରେ ରଖିଥିଲେ । ତେବେ ଆସନ୍ତୁ ନଜର ପକାଇବା କେଉଁ ଯୋଜନା ପାଇଁ କେତେ ଟଙ୍କା ଘୋଷଣା ହୋଇଛି ।
କେଉଁ ଯୋଜନା ପାଇଁ କେତେ ଟଙ୍କା?
ପିଏମ୍ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା – ୨୪୦୦ କୋଟି
ପିଏମ୍ ଆବାସ ଯୋଜନା - ୮୦,୬୭୧ କୋଟି
ଜଳଜୀବନ ମିଶନ - ୭୦,୧୬୩ କୋଟି
ୟୁରିଆ ସବସିଡି – ୧,୬୪,୦୦୦ କୋଟି
ମନରେଗା – ୮୬,୦୦୦ କୋଟି
ଆୟୁଷ୍ମାନ ଭାରତ – ୭,୫୦୦ କୋଟି
ପିଏମ୍ କୃଷି ସିଞ୍ଚନ ଯୋଜନା -୧୧,୩୯୧ କୋଟି
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/02/29.jpg)