ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି : ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ, ବଜାୟ ରହିଲା ବିଧାୟକ ପଦ

ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି : ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ, ବଜାୟ ରହିଲା ବିଧାୟକ ପଦ

କନକ ବ୍ୟୁରୋ : ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି । ମୋକିମଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଦେଇଛନ୍ତି । ଏଥି ସହିତ ମୋକିମଙ୍କ ବିଧାୟକ ପଦ ବଜାୟ ରହିଲା । ଆସନ୍ତା ଫେବ୍ରୁଆରୀ ୨୨ରେ ପରବର୍ତ୍ତୀ ଶୁଣାଣି ହେବ ।  ତେବେ ମୋକିମଙ୍କୁ ୩ବର୍ଷ ଦଣ୍ଡାଦେଶ ଦେଇଥିଲେ ଭିଜିଲାନ୍ସ କୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଜେଲ ଦଣ୍ଡାଦେଶ ହୋଇଥିଲା । ରାୟକୁ ଚ୍ୟାଲେଞ୍ଜ କରି ମହମ୍ମଦ ମୋକିମ୍ ହାଇକୋର୍ଟ ଯାଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe