କନକ ବ୍ୟୁରୋ: ରାଜ୍ୟରେ ପୋଲିସର ସ୍ଥିତି, ଆଇନ ଶୃଙ୍ଖଳା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରାଯାଇଛି ବୋଲି ପୋଲିସ ଡିଜି କହିଛନ୍ତି । ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା ହୋଇଛି ଏହା ସହ ଆସନ୍ତା ଜୁଲାଇରୁ କାର୍ୟ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି । ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେଥିପ୍ରାତି ଧ୍ୟାନ ଦେଦବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଥାନାକୁ ଆସୁଥିବା ଲୋକଙ୍କୁ ନ୍ୟାୟ ଦେବାକୁ ନିର୍ଦ୍ଦେଶ ।
/kanak/media/post_attachments/wp-content/uploads/2024/06/17-3.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)