କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ସମସ୍ତଙ୍କ ନଜର ଆଜି ଏହି ବୈଠକ ଉପରେ ରହିଛି । ଏହି କ୍ୟାବିନେଟ୍ ବୈଠକରେ ବଡ଼ ଘୋଷଣା କରିପାରନ୍ତି ରାଜ୍ୟ ସରକାର । ତେବେ କ୍ୟାବିନେଟର ଏଜେଣ୍ଡା ସମ୍ପର୍କରେ କୌଣସି ସଠିକ୍ ସୂଚନା ମିଳିନଥିଲେ ବି ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଏହି ବୈଠକ ବସୁଥିବାରୁ ଏକାଧିକ ବିଭାଗର ପ୍ରସ୍ତାବରେ କ୍ୟାବିନେଟ୍ ମୋହର ମାରିବ ବୋଲି ଚର୍ଚ୍ଚା ହେଉଛି ।
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।ହୋଇପାରେ ବଡ ଘୋଷଣା!
/kanak/media/post_attachments/wp-content/uploads/2024/03/15-20.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)