କନକ ବ୍ୟୁରୋ: ଆଜି ପୁଣି ଥରେ ହେଉଛି ରତ୍ନଭଣ୍ଡାର ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ. ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ପୁରୀ ଜିଲ୍ଲାପାଳ, ଏସପି ଏବଂ ଅନ୍ୟ କମିଟି ସଦସ୍ୟ ଉପସ୍ଥିତ ଅଛନ୍ତି । ଆଜିର ଏହି ବୈଠକରେ ରତ୍ନଭଣ୍ଡାର ଆଉ କେବେ ଖୋଲିବ ଏବଂ ଏସଓପି ନେଇ ଆଲୋଚନା ହେବ ବୋଲି ସୂଚନା ରହିଛି ।