ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ। ରାୟ ଶୁଣାଇଲେ ପାକିସ୍ତାନର କୋର୍ଟ

ତୋଷଖାନା ଦୁର୍ନୀତି ମାମଲାରେ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ। ରାୟ ଶୁଣାଇଲେ ପାକିସ୍ତାନର କୋର୍ଟ

କନକ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ । ତୋଷଖାନା ମାମଲାରେ ୩ ବର୍ଷ ଜେଲଦଣ୍ଡାଦେଶ ଶୁଣାଇଲେ କୋର୍ଟ । ଜେଲ ସହ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଯାଇଛି । ଦଣ୍ଡାଦେଶ ପରେ ୫ ବର୍ଷ ଯାଏ ନିର୍ବାଚନ ଲଢିପାରିବେ ନାହିଁ ଇମ୍ରାନ ଖାନ । ରାୟ ପ୍ରକାଶ ପରେ ଇସଲାମାବାଦ ପୁଲିସ ତାଙ୍କ ବିରୋଧରେ ଗିରଫଦାରୀ ୱାରେଣ୍ଟ ଜାରିକରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe