କନକ ବ୍ୟୁରୋ: ରାଜ୍ୟରେ ଗରମରୁ ମିଳିଳା ତ୍ରାହି ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି । ସେପଟେ ରାଜ୍ୟରେ ୨୬ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବର୍ଷା ସମ୍ଭାବନା ରହିଛି । ଆଜି ଓ କାଲି ବର୍ଷା ନେଇ ୧୭ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।
ରାଜ୍ୟରେ ଗରମରୁ ମିଳିଳା ତ୍ରାହି, ବଦଳିଲା ପାଗର ମିଜାଜ। ୨୬ ଯାଏ ବର୍ଷା ସମ୍ଭାବନା।
/kanak/media/post_attachments/wp-content/uploads/2023/04/1-47.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)