ଏସିଆନ୍ ଗେମ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ : ପୁୁରୁଷ ୫୦ ମିଟର ରାଇଫଲ ଟିମ୍ ଇଭେଣ୍ଟରେ ଜିତିଲେ ସୁନା

Advertisment
ଏସିଆନ୍ ଗେମ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ : ପୁୁରୁଷ ୫୦ ମିଟର ରାଇଫଲ ଟିମ୍ ଇଭେଣ୍ଟରେ ଜିତିଲେ ସୁନା

କନକ ବ୍ୟୁରୋ : ଏସିଆନ୍ ଗେମ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ପୁୁରୁଷ ୫୦ ମିଟର ରାଇଫଲ ଟିମ୍ ଇଭେଣ୍ଟରେ ଜିତିଲେ ସୁନା । ସ୍ୱପ୍ନିଲ, ଐରର୍ଯ୍ୟ ଏବଂ ଅଖିଲଙ୍କୁ ଏହି ସଫଳତା ହାସଲ କରିଛନ୍ତି । ମହିଳା ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ରୌପ୍ୟ ପଦକ ମିଳିଛି । ଭାରତ ଏ ପର୍ଯ୍ୟନ୍ତ ୭ଟି ସ୍ୱର୍ଣ୍ଣ, ୯ଟି ରୌପ୍ୟ ଓ ୧୧ଟି ବ୍ରୋଞ୍ଜ ପଦକ ପାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe