କନକ ବ୍ୟୁରୋ: ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ ହୋଇଥିଲା । ଏଥିରେ ଇଶାନ କିଷାନ ଓ ଶ୍ରେୟାସ ଆୟରଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି । ଫଳରେ ଭାରତ ଏହି ମ୍ୟାଚରେ ବଡ ବିଜୟ ହାସଲ କରିଛି । ଏହି ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ପରାସ୍ତ କରିଛି । ୩ଟିକିଆ ମ୍ୟାଚ ବିଶିଷ୍ଟ ଏହି ସିରିଜ ଏବେ ୧-୧ରେ ବରାବର ରହିଛି ।
ଇଶାନ-ଆୟରଙ୍କ ଧୂଆଁଧାର ବ୍ୟାଟିଂ: ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ
/kanak/media/post_attachments/wp-content/uploads/2022/10/Feoz1-6VQAAfJCY.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)