କନକ ବ୍ୟୁରୋ : ଦେଶରେ ବଢ଼ୁଛି ସଂକ୍ରମଣ । ଗତ ୨୪ ଘଂଟାରେ ୪୧ ହଜାର ୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୧ଜଣଙ୍କ ମୃତ୍ୟୁ ହୋଇଛି । ୨୪ ଘଂଟାରେ ସୁସ୍ଥ ହୋଇଛନ୍ତି ୩୯ ହଜାର ୧୩୦ଜଣ । ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୮୭ ହଜାର ୮୮୦ ରହିଛି । ସେଥିରୁ ସୁସ୍ଥ ହୋଇଛନ୍ତି ୩ କୋଟି ୧ ଲକ୍ଷ ୪୩ ହଜାର ୮୫୦ଜଣ । । ସକ୍ରିୟ ମାମଲା ରହିଛି ୪ ଲକ୍ଷ ୩୨ ହଜାର ୪୧ଜଣ । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୧ ହଜାର ୯୮୯ଜଣ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us