ଦେଶରେ କମୁଛି ସଂକ୍ରମଣ, ବଢ଼ୁଛି ମୃତ୍ୟୁ : ୨୪ ଘଂଟାରେ ୫୦,୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ; ୮୦୪ ମୃତ

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ?

କନକ ବ୍ୟୁରୋ : ଦେଶରେ କମୁଛି ସଂକ୍ରମଣ ବଢ଼ୁଛି ମୃତ୍ୟୁ । ୨୪ ଘଂଟାରେ ୫୦ ହଜାର ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୦୪ ଜଣଙ୍କ ମୃତ୍ୟୁ ହୋଇଛି । ଗୋଟିଏ ଦିନରେ ୧ ଲକ୍ଷ ୩୬ ହଜାର ୯୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬ଲକ୍ଷ ୧୦ ହଜାର ୪୪୩ ରହିଛନ୍ତି । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫ଲକ୍ଷ ୭ ହଜାର ୯୮୧ ରହିଛି । ଦୈନିକ ପଜିଟିଭ ହାର ରହିଛି ୩ ଦଶମିକ ୪୮ ପ୍ରତିଶତ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe