କନକ ବ୍ୟୁରୋ: ଟି-୨୦ ବିଶ୍ୱକପରେ ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ହେବ । ଏହି ମ୍ୟାଚରେ ଭାରତ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି । ଫଳରେ ବୋଲିଂ ପାଇଁ ମୈଦାନକୁ ଓହ୍ଲାଇବ ଦକ୍ଷିଣ ଆଫ୍ରିକା ଦଳ । ପୂର୍ବରୁ ଭାରତ ୨ଟି ମ୍ୟାଚରେ ୨ଟି ଯାକରେ ବିଜୟୀ ହୋଇ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି । ସେହିପରି ଦକ୍ଷିଣ ଆଫ୍ରିକା ୨ ମ୍ୟାଚରୁ ଗୋଟିଏ ବିଜୟୀ ହେବା ସହ ଅନ୍ୟଟିରେ ମ୍ୟାଚ ବାତିଲ ହୋଇଥିଲା ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us