ଟସ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ନ୍ୟୁଜିଲାଣ୍ଡ । କ୍ଲିନ ସୁଇପ ଲକ୍ଷ୍ୟରେ ଟିମ ଇଣ୍ଡିଆ

Advertisment
ଟସ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ନ୍ୟୁଜିଲାଣ୍ଡ । କ୍ଲିନ ସୁଇପ ଲକ୍ଷ୍ୟରେ ଟିମ ଇଣ୍ଡିଆ

କନକ ବ୍ୟୁରୋ: ଆଜି ଭାରତ-ନ୍ୟୁଜିଲାଣ୍ଡ ଶେଷ ଟି-୨୦ ମ୍ୟାଚ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ଭାରତ । ତେଣୁ ପ୍ରଥମେ ବୋଲିଂ କରିବାକୁ ମୈଦାନକୁ ଓହ୍ଲାଇବ ନ୍ୟୁଜିଲାଣ୍ଡ ଦଳ । ଏହି ସିରିଜରେ ଭାରତ ୨-୦ରେ ଆଗୁଆ ରହିଛି । ତେଣୁ ଆଜିର ମ୍ୟାଚରେ ବିଜୟୀ ହୋଇ ଭାରତ କ୍ଲିନ ସୁଇପ ଲକ୍ଷ୍ୟରେ ରହିବ । ସେପଟେ ନ୍ୟୁଜିଲାଣ୍ଡ ସମ୍ମାନ ରକ୍ଷା ପାଇଁ ଆଜି ଲଢେଇ କରିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe