ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ: ଟସ ଜିତି ଭାରତର ବୋଲିଂ ନିଷ୍ପତ୍ତି, ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

93

କନକ ବ୍ୟୁରୋ: ଆଜି ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଭାରତ । ତେଣୁ ପ୍ରଥମେ ବ୍ୟାଟିଂ ପାଇଁ ମୈଦାନକୁ ଓହ୍ଲାଇବ ନ୍ୟୁଜିଲାଣ୍ଡ ଦଳ । ଏହି ମ୍ୟାଚରେ ଭାରତ ତାର ଦ୍ୱିତୀୟ ସହ ସିରିଜ ଅକ୍ତିଆର ଲକ୍ଷ୍ୟରେ ରହିବ । ସେହିପରି ନ୍ୟୁଜିଲାଣ୍ଡ ସିରିଜରେ ରହିବା ପାଇଁ ଏହି ମ୍ୟାଚ ଜିତିବାକୁ ଚେଷ୍ଟା କରିବ ।