ଶ୍ରୀଲଙ୍କା ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଦଳ। ଜାଣନ୍ତୁ କାହାକୁ ମିଳିଲା ସୁଯୋଗ।

ଶ୍ରୀଲଙ୍କା ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଦଳ। ଜାଣନ୍ତୁ କାହାକୁ ମିଳିଲା ସୁଯୋଗ।

କନକ ବ୍ୟୁରୋ : ଶ୍ରୀଲଙ୍କା ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି-୨୦ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି । ତିନି ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ସୂର୍ଯ୍ୟକୁମାର ଯାଦବ ଉପ ଅଧିନାୟକ ନିଯୁକ୍ତ ହୋଇଛନ୍ତି । ଜାନୁଆରୀ ୩ରୁ ୭ ମଧ୍ୟରେ ଏହି ମ୍ୟାଚ ଖେଳାଯିବ ।

ସେହିଭଳି ଦିନିକିଆ ଦଳର ନେତୃତ୍ୱ ନେବେ ରୋହିତ ଶର୍ମା । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପଅଧିନାୟକ ଭାବେ ଦାୟିତ୍ୱ ମିଳିଛି । ଜାନୁଆରୀ ୧୦ରୁ ୧୬ ତାରିଖ ମଧ୍ୟରେ ଭାରତୀୟ ଦଳ ଶ୍ରୀଲଙ୍କା ବିରୋଧରେ ୩ଟି ଦିନିକିଆ ମ୍ୟାଚ ଖେଳିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe