ବାହାର ରତ୍ନଭଣ୍ଡାରରେ ପ୍ରବେଶ କଲେ ଟିମ୍ । ଭିତର ରତ୍ନଭଣ୍ଡାର ଚାବି ଫିଟାଇବା ପାଇଁ ଉଦ୍ୟମ ଆରମ୍ଭ

1,850

କନକ ବ୍ୟୁରୋ : ନୀତିକାନ୍ତି ଅନୁସାରେ ଚାଲିଛି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ସମୟ ଅନୁସାରେ ବାହାର ରତ୍ନଭଣ୍ଡାରରେ ପ୍ରବେଶ କଲେ ଟିମ୍ । ଲୋକନାଥଙ୍କୁ ପୂଜା କରି ପ୍ରବେସ କଲେ ଟିମ୍ । ଭିତର ରତ୍ନଭଣ୍ଡାର ଚାବି ଫିଟାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ସ୍ୱତନ୍ତ୍ର ପୋଷାକରେ ଭଣ୍ଡାର ଭିତରକୁ ଯାଇଛନ୍ତି ଟିମ୍ ।