କନକ ବ୍ୟୁରୋ: ହାଇକୋଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲାର ଶୁଣାଣି ହୋଇଛି । ରାଜ୍ୟ ସଡକ ପରିବହନ ବିଭାଗକୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବର ଶେଷ ଯାଏ ସ୍ଲଟ ଉପଲବ୍ଧ ଅଛି କି ନାହିଁ ତା ଉପରେ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ ଉପରେ ସତ୍ୟପାଠ ଦାଖଲ କରିବାକୁ କୁହାଯାଇଛି । ତେବେ ଆସନ୍ତା ଅକ୍ଟୋବର ୩୧ ମାମଲାର ପରବର୍ତି ଶୁଣାଣି ହେବ ବୋଲି କୋର୍ଟ ତାରିଖ ଧାର୍ଯ୍ୟ କରିଛନ୍ତି ।
ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ: ପରିବହନ ବିଭାଗକୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ
/kanak/media/post_attachments/wp-content/uploads/2022/10/46-8.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)