କନକ ବ୍ୟୁରୋ : ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ । ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ ଆଇପିଏସ ଲଳିତ ଦାସଙ୍କ ବଦଳି । ଆଇପିଏସ ଆର.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ବର୍ତ୍ତମାନ ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ମିଳିଛି ଗୃହ ବିଭାଗ ଓଏସଡି ଦାୟିତ୍ୱ ।
ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ । ଆର.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଅତିରିକ୍ତ ଦାୟିତ୍ୱ ।
/kanak/media/post_attachments/wp-content/uploads/2022/04/5-15.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)