ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଆଜି ରାଜ୍ୟବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଯୋଗ ଶିବିରର ଆୟୋଜିତ ହୋଇଛି । ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି । ଜନତା ମଇଦାନରେ ଆୟୋଜିତ ଏହି ଶିବିରରେ ପ୍ରାୟ ୫ ହଜାର ଲୋକ ସକାଳୁ ଯେଗାଭ୍ୟାସ କରିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us