ମହାନଦୀ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଏକ୍ସକ୍ଲୁସିଭ୍ ଇଣ୍ଟରଭ୍ୟୁ

23

ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ କରୁଛି ବେଆଇନ ନିର୍ମାଣ। ବ୍ୟବସ୍ଥାର ଉଲ୍ଲଂଘନ କରି ହୋଇଛି ନିର୍ମାଣ। ମହାନଦୀ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସବୁଠାରୁ ଚର୍ଚ୍ଚିତ ବୟାନ । ଏହି ପ୍ରସଙ୍ଗରେ ଦେଖନ୍ତୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଏକ୍ସକ୍ଲୁସିଭ୍ ଇଣ୍ଟରଭ୍ୟୁ ।