କନକ ବ୍ୟୁରୋ : ଓଡ଼ିଶା ପୁଲିସର ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଛନ୍ତି ଅରୁଣ ଷଡଙ୍ଗୀ । ଆଜି ସରୁଛି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଙ୍କ କାର୍ଯ୍ୟକାଳ । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଅରୁଣ ଷଡଙ୍ଗୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ସୁନୀଲ ବଂଶଲ । ଅରୁଣ ଷଡଙ୍ଗୀ ହେଉଛନ୍ତି ୧୯୯୦ ବ୍ୟାଚର ଆଇପିଏସ ଅଫିସର । ତେବେ ନୂଆ ଡିଜିପି ନିଯୁକ୍ତ ହେବା ପର୍ଯ୍ୟନ୍ତ ଏହି ଦାୟିତ୍ୱ ସମ୍ଭାଳିବେ ଅରୁଣ ଷଡଙ୍ଗୀ ।
ଓଡ଼ିଶା ପୁଲିସର ନୂଆ ଡିଜିପି । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ
/kanak/media/post_attachments/wp-content/uploads/2023/12/13-32.jpg)