ଆଇପିଏସ୍ ସ୍ତରରେ ବଡଧରଣର ଅଦଳ ବଦଳ । ସଞ୍ଜୀବ ପଣ୍ଡା ହେଲେ ପୋଲିସ କମିସନର, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦ

830

କନକ ବ୍ୟୁରୋ : ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ହୋଇଛି । ଟ୍ୱିନସିଟିର ପୋଲିସ କମିସନର ଭାବେ ସଂଜୀବ ପଣ୍ଡାଙ୍କୁ ଦାୟିତ୍ୱ ମିଳିଛି । ସେହିଭଳି ପିନାକ ମିଶ୍ରଙ୍କୁ ପୁରୀ ଏସପି ଭାବେ ଦାୟିତ୍ୱ ମିଳିଛି । କଟକ ଡିସିପି ଭାବେ କନୱର ବିଶାଲ ସିଂଙ୍କୁ ଦାୟିତ୍ୱ ମିଳିଛି । ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି ।