ଜାପାନିଜ୍ ଏନସେଫାଲାଇଟିସକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା : ଟ୍ୱିଟ୍ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି.ନଡ୍ଡା

12

କନକ ବ୍ୟୁରୋ : ମାଲକାନଗିରିରେ ମୃତ୍ୟୁର ତାଣ୍ଡବ ଜାରି ରହିଛି । ଏନସେଫାଲାଇଟିସ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ମାଲକାନଗିରିକୁ ସମସ୍ତ ସହାୟତା କେନ୍ଦ୍ର ଯୋଗାଇଦେବ ବୋଲି ନଡ୍ଡା କହିଛନ୍ତି । ଟ୍ୱିଟ୍ କରି ଏନେଇ ଜଣାଇଛନ୍ତି ଜେପି ନଡ୍ଡା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.