ପ୍ରତି ପଞ୍ଚାୟତରେ ଖୋଲିବ 'ଜନ ଆରୋଗ୍ୟ ମନ୍ଦିର' ; ନିଯୁକ୍ତି ପାଇବେ ଯୋଗ ଶିକ୍ଷକ

ପ୍ରତି ପଞ୍ଚାୟତରେ ଖୋଲିବ 'ଜନ ଆରୋଗ୍ୟ ମନ୍ଦିର' ; ନିଯୁକ୍ତି ପାଇବେ ଯୋଗ ଶିକ୍ଷକ

କନକ ବ୍ୟୁରୋ: ପ୍ରତି ପଞ୍ଚାୟତରେ ଖୋଲିବ ଜନ ଆରୋଗ୍ୟ ମନ୍ଦିର। ଜଣେ ଯୋଗ ଶିକ୍ଷକ ଓ ଅନ୍ୟ ଜଣେ ସହକାରୀ ଯୋଗ ଶିକ୍ଷକ ରହିବେ। ଏଠାରେ ସବୁ ପ୍ରକାର ମେଡିସିନ୍ ମହଜୁଦ ରହିବ। ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟା ହେଲେ ସେଠାରେ ଉପକୃତ ହେବେ। ଛୋଟ ଛୋଟ ସ୍ୱାସ୍ଥ୍ୟ ସମସ୍ୟା ହେଲେ ସହାୟତା ମିଳିପାରିବ। ଏହା ଫଳରେ ନିଜ ପଞ୍ଚାୟତ ଛାଡି ରୋଗୀଙ୍କୁ ଅନ୍ୟ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe