ମାଲକାନଗିରିରେ ଜାପାନୀ ଏନସେଫାଲାଇଟିସ ଆତଙ୍କ : ୨୫ ଦିନରେ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି

30

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଶିଶୁ ମଡକ ଜାରି । ଜାପାନୀ ଏନସେଫାଲାଇଟିସ ରୋଗରେ ପୁଣି ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି । ଗତକାଲି ବିଳମ୍ବିତ ରାତିରେ ୨ ଶିଶୁଙ୍କ ମୃତ୍ୟୁ ହୋଇଥିଲା ।