ସମ୍ବଲପୁର ସହରରେ ବ୍ୟାପୁଛି ଜଣ୍ଡିସ୍ । ଗୁପଚୁପ, ଦହିବରା ଓ ଚୁସକି ଖାଇବା ଯୋଗୁଁ ଜଣ୍ଡିସ ବ୍ୟାପୁଥିବା ଜିଲ୍ଲା ପ୍ରଶାସନର ସୂଚନା ।

ସମ୍ବଲପୁର ସହରରେ ବ୍ୟାପୁଛି ଜଣ୍ଡିସ୍ । ଗୁପଚୁପ, ଦହିବରା ଓ ଚୁସକି ଖାଇବା ଯୋଗୁଁ ଜଣ୍ଡିସ ବ୍ୟାପୁଥିବା ଜିଲ୍ଲା ପ୍ରଶାସନର ସୂଚନା ।

କନକ ବ୍ୟୁରୋ: ସମ୍ବଲପୁର ମହାନଗରରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ଗୁପଚୁପ, ଦହିବରା ଓ ଚୁସକି ଖାଇବା ଯୋଗୁଁ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ୧୦ ବର୍ଷ ପୂର୍ବେ ମଧ୍ୟ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟରେ ପିଏଚଡି ପାଣି ସନ୍ଦେହ ଘେରକୁ ଆସିଥିଲା । ଏବେ ମଧ୍ୟ ପିଏଚଡି ପାଣିକୁ ନେଇ ଆଶଙ୍କା ପ୍ରକାଶ କରାଯାଉଛି । ଏବେ ସ୍ୱାସ୍ଥ୍ୟ ଅଧିକାରୀ ବିଭିନ୍ନ ଅଞ୍ଚଳରୁ ନମୁନା ସଂଗ୍ରହ କରୁଛନ୍ତି । ୪ ଦିନ ଭିତରେ ବେଆଇନ ପାଇପ୍ ଲାଇନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe