ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ । ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଆଶ୍ୱସ୍ତି

147

କନକ ବ୍ୟୁରୋ: ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାରଖଣ୍ଡ ହାଇକୋର୍ଟରୁ ମିଳିଛି ବଡ ଆଶ୍ୱସ୍ତି । ଅଞ୍ଚଲ ଜମି ଦୁର୍ନୀତି ମାମଲାରେ ହାଇକୋର୍ଟ ଆଜି ତାଙ୍କର ଜାମିନ ମଞ୍ଜୁର କରିଛନ୍ତି । ଏହି ମାମଲାରେ ଜୁନ୍ ୧୩ ତାରିଖରେ ହୋଇଥିଲେ ବି କୋର୍ଟ ଏହି ରାୟକୁ ସଂରକ୍ଷିତ ରଖିଥିଲେ । ଆଜି ଜଷ୍ଟିସ୍ ରଙ୍ଗନ ମୁଖୋପାଧ୍ୟାୟଙ୍କ ଖଣ୍ଡପୀଠ ତାଙ୍କୁ ଜାମିନ୍ ମଞ୍ଜୁୂର କରିଛନ୍ତି ।