କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଅବକାରୀ ଯୁଗ୍ମ କମିଶନର। ରାମଚନ୍ଦ୍ର ମିଶ୍ରଙ୍କ ୧୦ଟି ଠିକଣାରେ ଚଢ଼ାଉ କରୁଛି ଭିଜିଲାନ୍ସ। ରାମଚନ୍ଦ୍ରଙ୍କ ଅଫିସ ସମେତ ଭୁବନେଶ୍ୱର, ସୋନପୁର, ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍। ଚଢ଼ାଉରେ ୧୦ ଜଣ ଡିଏସପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us