କନକ ବ୍ୟୁରୋ : ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୁଆ ମୁଖ୍ୟ ବିଚାରପତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ମୁଖ୍ୟ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଶପଥପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର ।
ଶପଥ ନେଲେ ହାଇକୋର୍ଟର ନୁଆ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ଶପଥପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । #KanakNews#Odisha#OdishaHighCourt#JusticeSubhasisTalapatrapic.twitter.com/S8D3FEaPVv
— Kanak News (@kanak_news) August 8, 2023
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/08/Screen-Shot-2023-08-08-at-10.11.19-AM.jpg)