କନକ ବ୍ୟୁରୋ : ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୁଆ ମୁଖ୍ୟ ବିଚାରପତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ମୁଖ୍ୟ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଶପଥପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥଗ୍ରହଣ କରିଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us