କନକ ବ୍ୟୁରୋ : ମାଲକାନଗିରିରୁ ମୟୂରଭଞ୍ଜ ହେଉ ଅଥବା ବଲାଙ୍ଗୀରରୁ ବାଲେଶ୍ବର। ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଘଡ଼ଘଡ଼ି ସହ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ବୁଧବାର ପୂର୍ବାହ୍ନ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବ।
ରାଜ୍ୟରେ ୧୫ ଜିଲ୍ଲାରେ ଆଜି ହୋଇପାରେ କାଳବୈଶାଖୀ ! ସତର୍କ ରହିବା ପାଇଁ ପାଣିପାଗ ବିଭାଗର ନିର୍ଦ୍ଦେଶ
Advertisment
Follow Us
/kanak/media/post_attachments/wp-content/uploads/2019/02/Norwester-Rain-1.jpg)