ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା : ଉପକୃତ ହେବେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ

Advertisment
ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା : ଉପକୃତ ହେବେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ

କନକ ବ୍ୟୁରୋ : ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । ୪୪ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ସହାୟତା ମିଳିବ । ଏଥିରେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ ଉପକୃତ ହେବେ । ଚାଷୀଙ୍କ ଆକାଉଣ୍ଟକୁ ୨ହଜାର ଲେଖାଏଁ ଦିଆଯିବ । ୯୦୦ କୋଟି ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ହସ୍ତାନ୍ତର ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe