କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨୨ ତାରିଖରେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୨୩ ତାରିଖ ପାଇଁ ମଧ୍ୟ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୨୪ ତାରିଖ ପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । 

ସେହିପରି ଅଗଷ୍ଟ ୨୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୨୬ ତାରିଖ ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ମୟୂରଭଞ୍ଜ, ଯାଜପୁର, କଟକ, ଖୋର୍ଦ୍ଧା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲନକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୨୭ ତାରିଖ ପାଇଁ ମଧ୍ୟ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ନବରଙ୍ଗପୁର ଓ ବୌଦ୍ଧ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।