କନକ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବଡ ବୟାନ । କିଛି ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା ସରକାରୀ ସୁତ୍ରରେ ମୃତ୍ୟୁସଂଖ୍ୟା ୨୬୧ । ତେବେ ବାସ୍ତବିକ ମୃତ୍ୟୁ ସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ ।
ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ୨୬୧ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ ସୂଚନା ଦିଆଯାଇଛି । ସମସ୍ତଙ୍କ ଆହତଙ୍କ ଚିକିତ୍ସା ବିଭିନ୍ନ ଡାକ୍ତରଖାନାରେ ଜାରିରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/06/350948129_6632784756744227_8973796298228789174_n.jpg)