କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ପ୍ରତ୍ୟକ୍ଷଦର୍ଶୀ କହିଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ଅଧିକ

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ପ୍ରତ୍ୟକ୍ଷଦର୍ଶୀ କହିଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ଅଧିକ

କନକ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବଡ ବୟାନ । କିଛି ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା ସରକାରୀ ସୁତ୍ରରେ ମୃତ୍ୟୁସଂଖ୍ୟା ୨୬୧ । ତେବେ ବାସ୍ତବିକ ମୃତ୍ୟୁ ସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ ।

ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ୨୬୧ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ ସୂଚନା ଦିଆଯାଇଛି । ସମସ୍ତଙ୍କ ଆହତଙ୍କ ଚିକିତ୍ସା ବିଭିନ୍ନ ଡାକ୍ତରଖାନାରେ ଜାରିରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe